April 20, 2025

ରାଜ୍ୟରେ ଆଉ ୫୨୯ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia