April 25, 2025

ରାଜ୍ୟରେ ଆଜି ତିନିଶହ ପାର୍ ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: କିଛି ଦିନ ବ୍ରେକ୍ ପରେ ରାଜ୍ୟରେ ପୁଣିଥରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ଆଜି ଦୈନିକି ସଂକ୍ରମଣ ରେଖା ସିଧା ତିନି ଶହ ପାର୍ କରିଛି । ଗତ ୨୪ ଘଣ୍ଟାରେ ୩୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଆକ୍ରାନ୍ତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia