April 22, 2025

ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକ ବଲାଙ୍ଗୀର ଜିଲ୍ଲାର

ବଲାଙ୍ଗିର: ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କ ମୃତ୍ୟୁ । କୋଭିଡରେ ଆକ୍ରାନ୍ତ ବଲାଙ୍ଗିରର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ କୁଟାସିଙ୍ଗା ଡୁଙ୍ଗୁରିପାଲି ଗାଁର ୫୫ ବର୍ଷୀୟ ଇନ୍ଦିରା ନାଏକ ବୋଲି ଜଣାପଡିଛି । ସମ୍ବଲପୁର ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । {image-omicronbg-1641455591.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia