April 30, 2025

ରାଜ୍ୟରେ କମିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia