ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଉପର ମୁହାଁ ହେବାରେ ଲାଗିଛି। କ୍ରମାଗତ ୩ ଦିନ ଧରି ଦୈନିକ ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଆଜି ରାଜ୍ୟରେ ୧୦୮୫୬ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୦୨୧ ଜଣ ୧୮ ବର୍ଷରୁ କମ ବୟସର ପିଲାଙ୍କୁ କରୋନା ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank