April 20, 2025

ରାଜ୍ୟରେ ଚାରିଦିନ ବର୍ଷା ହେବ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସତର୍କତା ଜାରି ହୋଇଛି ।  ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଆସନ୍ତା ୪ ଦିନ ପାଇଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଛି।ଅକ୍ଟୋବର ୧୬ ଏବଂ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia