April 22, 2025

ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ, ଆଜି ୫,୦୫୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫,୦୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ୨୯୩୨ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨,୪୮୨ଟି ହେଉଛି ଲୋକାଲ୍ କେସ୍‌। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୬୭ଜଣ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia