April 21, 2025

ରାଜ୍ୟରେ ପୁଣି ଉପର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୨୮୬ କରୋନା ପଟିଜିଭି ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ପୁଣି ଉପର ମୁହାଁ କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia