April 22, 2025

ରାଜ୍ୟରେ ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୯୨୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ଉପର ମୁହାଁ କରୋନା ଗ୍ରାଫ । ଗତକାଲି ରାଜ୍ୟରୁ ୭୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୯୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia