April 25, 2025

ରାଜ୍ୟରେ ଶହେ ମାର୍କ ତଳେ ଦୈନିକ କରୋନା ସଂକ୍ରମଣ ଗ୍ରାଫ

ଭୁବନେଶ୍ୱର: ରାଜ୍ୟରେ ଶହେ ମାର୍କ ତଳେ ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରୁ ୧୧, ସଙ୍ଗରୋଧରୁ ୩୭, ସ୍ଥାନୀୟ ୨୬। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୭୦୫କୁ ବୃଦ୍ଧି ପାଇଛି। ମୋଟ ୧୩,୨୪,୭୩୬

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia