April 22, 2025

ରାଜ୍ୟରେ ସକ୍ରିୟ କାଳବୈଶାଖୀ, ଆସନ୍ତା ୫ ଦିନ ଯାଏଁ ଏହି ସବୁ ଜିଲ୍ଲାରେ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia