ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଆଜିଠୁ ପ୍ରିକସନ ଡୋଜ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବରିଷ୍ଠ ନାଗରିକ,ସମ୍ମୁଖ ଯୋଦ୍ଧା ଓ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଦିଆଯାଉଛି ଏହି ଟିକା। ରାଜ୍ୟ ମୋଟ ୧୭ ଲକ୍ଷ ୫୨ ହଜାର ୮୩୮ ଲୋକେ ପ୍ରିକସନ ଟିକା ନେବେ । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶ ବିଜୟ ପାଣିଗ୍ରାହୀ । {image-directorofhealthandfamilywelfare-1615886276.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
Body of missing 11-year-old boy found in neighbour’s septic tank
2 major rivers heavily polluted: OSPCB study