April 24, 2025

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ ଜଣ ସଂକ୍ରମିତ ରହିଛନ୍ତି । ଅନୁଗୁଳ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia