April 22, 2025

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୩,୬୨୯ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୨୯ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୫୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୧୧୫ଟି ସଂକ୍ରମଣ ମାମଲା ଆସିଥିବା ବେଳେ ୧୫୧୪ଟି ମାମଲା ସ୍ଥାନୀୟ ସଂକ୍ରମଣ । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia