April 21, 2025

ରାମାୟଣରେ ରାବଣ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କ ଦେହାନ୍ତ

ମୁମ୍ବାଇ: ଲୋକପ୍ରିୟ ଧାରାବାହିକ ରାମାୟଣରେ ରାବଣ ଭୂମିକାରେ ଅଭିନୟ କରିଥିବା ଅରବିନ୍ଦ ତ୍ରିବେଦୀଙ୍କର ଦେହାନ୍ତ ହୋଇଛି।  ଅରବିନ୍ଦ ଗତ ରାତିରେ ମୁମ୍ୱାଇରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ଆଜି ତାଙ୍କର ଅନ୍ତିମ ସଂସ୍କାର

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia