April 30, 2025

ରିଲିଫ କିଟରେ ବନ୍ୟା ବିପନ୍ନ ମହିଳାଙ୍କୁ ମିଳିବ ସାନିଟାରୀ ପ୍ୟାଡ୍‌

ଭୁବନେଶ୍ୱର: ବନ୍ୟା ବିପନ୍ନ ମହିଳାଙ୍କୁ ମାଗଣାରେ ସାନିଟାରୀ ନାପକିନ୍ ବାଣ୍ଟିଛନ୍ତି ରାଜ୍ୟ ସରକାର। ଏନେଇ ବନ୍ୟା ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସ୍ୱତନ୍ତ୍ର ରିଲିଫ୍‌ କମିଶନର (SRC) ନିର୍ଦ୍ଦେଶ ଦେଇଛନ୍ତି । ଅତ୍ୟାବଶ୍ୟକ ରିଲିଫ କିଟ୍ ଭାବେ ବନ୍ୟା ପ୍ରଭାବିତ ଅଞ୍ଚଳର ମହିଳାଙ୍କୁ ସାନିଟାରୀ ପ୍ୟାଡ୍ ବଣ୍ଟନ ନେଇ ଚିଠିରେ ଉଲ୍ଲେଖ ରହିଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia