April 30, 2025

ଲଘୁଚାପ ପରେ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତାକାଲି ଦ୍ୱିତୀୟ ଲଘୁଚାପ । ରାଜ୍ୟରେ ଏବେ ଲଘୁଚାପ ପରେ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ ଗୋଟିଏ ଲଘୁଚାପ । ଏମିତି ଘନଘନ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia