April 22, 2025

ଲତା ଦିଦିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ: କହିଲେ, ଚୀରକାଳ ବଞ୍ଚି ରହିବ ତାଙ୍କ ଗୀତ

ଭୁବନେଶ୍ୱର: ପରଲୋକରେ ସ୍ୱର ସାମ୍ରାଜ୍ଞୀ ଭାରତ ରତ୍ନ ଲତା ମଙ୍ଗେସକର । ୯୨ ବର୍ଷ ବୟସରେ ଆଖି ବୁଜିଲେ ଲତା ଦିଦି । ସାରା ଦେଶରେ ଶୋକର ଛାୟା । ଲତାଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, କିମ୍ବଦନ୍ତୀ ଗାୟିକା ତଥା ମେଲୋଡି କୁଇନ ଲତା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia