April 20, 2025

ଶପଥ ନେଲେ ଓଡିଶା ହାଇକୋର୍ଟର ୩ ନୂଆ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି। ବିଚାରପତି ଭାବେ ମୃଗାଙ୍କ ଶେଖର ସାହୁ, ରାଧାକ୍ରୀଷ୍ଣ ପଟନାୟକ ଓ ଶଶିକାନ୍ତ ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ଗତ ୧୩ ତାରିଖରେ ଏହି ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia