April 21, 2025

ଶିଶୁ ଦିବସରେ ୧୩୮ ରୂପାନ୍ତର ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । 5T ସ୍କୁଲ ରୁପାନ୍ତରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ୍ଧ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia