April 21, 2025

ଶିଶୁମାନଙ୍କ ପ୍ରତିଭାର ବିକାଶ ନିମନ୍ତେ ସପ୍ତାହ ବ୍ୟାପୀ ଇ-ମହକ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ବର: ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଶିଶୁ ଯତ୍ନ ଅନୁଷ୍ଠାନର ଶିଶୁମାନଙ୍କ ପ୍ରତିଭାର ବିକାଶ ନିମନ୍ତେ ସପ୍ତାହ ବ୍ୟାପୀ ଇ-ମହକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥି ସହିତ ଶିଶୁମାନଙ୍କୁ ସ୍ମାର୍ଟ ଶିକ୍ଷା ପ୍ରଦାନ ନିମନ୍ତେ ରାଜ୍ୟର 238 ଶିଶୁ ଯତ୍ନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia