ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ: ୨ ଲକ୍ଷ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ, ବାକି ଥିଲା ୩ ଦିନ

ଭୁବନେଶ୍ୱର: ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ୩ଟି କାର୍ଯ୍ୟଦିବସ ବାକି ଥାଇ ଆଗୁଆ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକାର୍ଯ୍ୟ ମୁଲତବୀ ହୋଇଛି । ଜୁଲାଇ ୨ରୁ ୨ଟି ପର୍ଯ୍ୟାୟରେ ଆରମ୍ଭ ହୋଇଥିବା ଏହି ଅଧିବେଶନରେ ମୋଟ ୨୧ଦିନ ଗୃହ ଚାଲିଛି । ଗୃହରେ ମୋଟ ୧୧ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିବାବେଳେ ଓଡ଼ିଶାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia