ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟବ୍ୟାପି ଲଗାଣ ବର୍ଷା । ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସଂଭାବନା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ ଯେଉଁଥି ପାଇଁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Ex-MARKFED official jailed for graft
Biz mela for women entrepreneurs
Gold buyers opt for affordable alternatives amid record prices on Akshaya Tritiya