April 20, 2025

ସତର୍କ ରୁହନ୍ତୁ, ଅପରାହ୍ନରେ ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା,ସମ୍ବଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ରହିଛି । ଏହି ଜିଲ୍ଲାଗୁଡ଼ିକୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia