April 21, 2025

ସମ୍ବଲପୁରରେ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୧୫୫୩ କୋଟି ଟଙ୍କାର ପ୍ରକଳ୍ପର କଲେ ଶିଳାନ୍ୟାସ

ସମ୍ବଲପୁର: ଆଜି ସମ୍ବଲପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ଥାନୀୟ କୁଚିଣ୍ଡାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ଜିଲ୍ଲାର ୯ଟି ବ୍ଲକ ସହିତ ମହାନଗର ନିଗମ ଅଞ୍ଚଳର ମୋଟ ୨ଲକ୍ଷ ୨୮ହଜାର ୨୧୩ ଜଣ ବିଏସକେଓ୍ୱାଇ କାର୍ଡ ପାଇବେ। ଏଥି ସହିତ ୧୫୫୩ କୋଟି ଟଙ୍କାର

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia