ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି । ଉପକୂଳବର୍ତ୍ତୀ ଜିଲ୍ଲା ସହ ଗଜପତି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ଅପରାହ୍ନ ୪ଟାରେ ବସୁଛି ଉଚ୍ଚସ୍ତରୀୟ ବୈଠକ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
18 criminals held, illegal firearms seized in special drive in Ganjam
Boy who grazes goats to support mom scores over 90% in matric
CM-led team meets investors at WAVES