April 21, 2025

ସମ୍ଭାବ୍ୟ ବାତ୍ୟା ସମ୍ପର୍କରେ ସବିଶେଷ ସୂଚନା ଦେଲେ ରିଲିଫ କମିଶନର

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଜି ସକାଳ ୫.୩୦ ସମୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଆଣ୍ଡାମାନ୍ ସାଗର ଅଞ୍ଚଳରେ ଗୋଟିଏ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି,

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia