April 20, 2025

ସରକାରୀ ଚାକିରିଆଙ୍କ ବଡ଼ ଘୋଷଣା: ଇଲେକ୍ଟ୍ରିକ୍ ଗାଡ଼ି କିଣିଲେ ବିନା ସୁଧରେ ୧୫ ଲକ୍ଷ ପର୍ଯ୍ୟନ୍ତ ମିଳିବ ଆଡ଼ଭାନ୍ସ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ଯଦି ଆପଣ ଇଲେକ୍ଟ୍ରିକ୍ ଗାଡ଼ି କିଣିବା ପାଇଁ ଯୋଜନା କରୁଛନ୍ତି । ତେବେ ଏଥିପାଇଁ ଆପଣଙ୍କୁ ଆପଣଙ୍କୁ ଆଡ଼ଭାନ୍ସ ଦେବେ ରାଜ୍ୟ ସରକାର । ତାହା ପୁଣି ବିନା ସୁଧରେ । ତେବେ ୨୦୨୫ ଡିସେମ୍ବର ୩୧ ମଧ୍ୟରେ ଏନେଇ ଆବେଦନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia