April 21, 2025

ସାଧାରଣତନ୍ତ୍ର ଦିବସ 2022: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ ?

ଭୁବନେଶ୍ୱର: ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୨୦ ଜଣ ମନ୍ତ୍ରୀ ୨୦ଟି ଜିଲ୍ଲାର ସଦର ମହକୁମାରେ, ୩ଟି ସ୍ଥାନରେ ଆରଡିସି ଏବଂ ୯ଟି ଜିଲ୍ଲାରେ ସ୍ଥାନୀୟ ଜିଲ୍ଲାପାଳ ପତାକା ଉତ୍ତୋଳନ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia