April 22, 2025

ସାଧାରଣତନ୍ତ୍ର ଦିବସ ଗାଇଡଲାଇନ: ଜାଣନ୍ତୁ, ପତାକା ଉତ୍ତୋଳନରେ ସାମିଲ ହେବେ କେତେ ଜଣ ?

ଭୁବନେଶ୍ୱର: ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ। କୋଭିଡ କଟକଣା ମଧ୍ୟରେ ଗଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ରାଜ୍ୟ, ଜିଲ୍ଲା, ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ୧୦ ତାରିଖରେ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ପାଳନ କରାଯିବ ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia