April 22, 2025

ସାପ ଦେଲା ସଲମାନଙ୍କୁ ବର୍ଥ ଡେ ଗିଫ୍ଟ: କହିଲେ, ୩ ଥର ମାରିଲା ଚୋଟ

ନୂଆଦିଲ୍ଲୀ: ଆଜି ବଲିଉଡ୍ ଭାଇଜାନ୍ ସଲମାନ ଖାନଙ୍କ ଜନ୍ମଦିନ । ୫୬ ବର୍ଷରେ ପଦାର୍ପଣ କରିଛନ୍ତି ସଲମାନ । କିନ୍ତୁ ଗତକାଲି ବିଳମ୍ବିତ ରାତିରେ ସଲମାନଙ୍କୁ ସାପ କାମୁଡିବା ଯୋଗୁଁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହି ଖବର ଜାଣିବା ମାତ୍ରେ ତାଙ୍କ ପ୍ରଶଂସକଙ୍କୁ ନିରାଶ କରିଛି । ହେଲେ ଏବେ ଭାଇଜାନ ସମ୍ପୂର୍ଣ୍ଣ ସୁସ୍ଥ

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia