April 23, 2025

ସାମାନ୍ୟ ତଳକୁ ଖସିଲା କରୋନା ଗ୍ରାଫ, ଆଜି ଆଉ ୭୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ହ୍ରାସ ପାଇଛି କରୋନା ସଂକ୍ରମିତଙ୍କ ସଂଖ୍ଯା । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୬ ଜଣ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia