April 20, 2025

ସିଙ୍ଗିଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥୋରିଟି ବୈଠକ: ୨୧୭୧.୮୨ କୋଟିର ୧୦ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶନିବାର ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୧୦ଟି ନୂଆ ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି । ୨ ହଜାର ୧୭୧ କୋଟି ୮୨ ଲକ୍ଷ ଟଙ୍କାର ନୂଆ ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି । ୬୫୦କୋଟିରେ ଯାଜପୁର ବଡଚଣାରେ ହେବ
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia