ଭୁବନେଶ୍ୱର: ସୁବର୍ଣ୍ଣରେଖାରେ କୌଣସି ଘାଇ ହୋଇ ନାହିଁ । ନଦୀରେ ବନ୍ୟା ଜଳ ସ୍ଥିର ଅଛି । ସଂଧ୍ୟା ସୁଦ୍ଧା ଜଳସ୍ତର କମିବ । ଏନେଇ ସୂଚନା ଦେଇଛନ୍ତି ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ । ବନ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି ବୋଲି ସୂଚନା ଦେଇଛନ୍ତି ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
7-yr-old girl drowns in Mantei river
OPID court sentences man to 7 years RI, Rs 2.35L fine for crypto fraud
Gold buyers opt for affordable alternatives amid record prices on Akshaya Tritiya