April 22, 2025

ସୁସ୍ଥ ହେଲେ ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟର ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇଥିବାର ଖବର ମିଳିଛି। ସେ ଗତ କିଛି ଦିନ ହେବ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇ ଆଜି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ତେବେ ଡାକ୍ତର ତାଙ୍କୁ ୭ ଦିନ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia