April 20, 2025

ସୋନପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର: ସୋନପୁରର ସଦର ବ୍ଲକର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ତେବେ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia