April 29, 2025

ସୋନପୁର ସଡ଼କ ଦୁର୍ଘଟଣା: ୩ ମୃତକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଆଜି ସକାଳେ ୩ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଅଟୋକୁ ଏକ କାର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହବା ସହ ୬ ଜଣ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia