April 21, 2025

ସ୍କୁଲ ରୂପାନ୍ତରଣର: ୨ୟ ପର୍ଯ୍ୟାୟର ୨ୟ ଦିନରେ ରୂପାନ୍ତରିତ ହେଲା ୫୩୧ ଟି ସ୍କୁଲ

ଭୁବନେଶ୍ୱର: ଆଜି ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଆଜି ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ ହୋଇଛି । ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଙ୍ଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia