April 22, 2025

ସ୍ବର୍ଗତ କିଶୋର ମହାନ୍ତିଙ୍କ ପତ୍ନୀଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ବିଜେଡି ପ୍ରାର୍ଥୀଙ୍କ ନାଁ । ସ୍ବର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମେ ୩୧ରେ ହେବ ବ୍ରଜରାଜନଗର ଉପନିର୍ବାଚନ । ଆଜି ପ୍ରାର୍ଥୀ ଘୋଷଣା ସମୟରେ ନବୀନ ନିବାସରେ ବ୍ରଜରାଜନଗର

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia