April 21, 2025

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ଯୋଡି ହେଲା ନୟାଗଡ ଓ ଜଗତସିଂହପୁର: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼: ବିଜୁ ସ୍ମାର୍ଟ କାର୍ଡରେ ଆଜି ଯୋଡିହେଲା ଆଉ ୨ ଜିଲ୍ଲା । ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ଆଜି ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଜିଲ୍ଲା ପାଇଁ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ସ୍ମାର୍ଟକାର୍ଡ ଦ୍ୱାରା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia