April 21, 2025

ସ୍ୱାଭିମାନ ଅଞ୍ଚଳରେ ଡିଜିପି, ଆତ୍ମ ସମର୍ପଣ କଲେ ମହିଳା ମାଓବାଦୀ

ମାଲକାନଗିରି: ଲାଲଗଡ଼ରେ ପୋଲିସ ଡିଜି ଅଭୟ । ଦିନିକିଆ କୋରାପୁଟ ଓ ମାଲକାନଗିରି ଗସ୍ତରେ ଯାଇ ମାଓ ମୁକାବିଲା ରଣନୀତିର ସମୀକ୍ଷା କରିଛନ୍ତି ଡିଜିପି ଅଭୟ । ପ୍ରଥମେ ସେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ଘନବେଡ଼ାରେ ହୋଇଥିବା ନୂତନ ବିଏଏଫ୍ କ୍ୟାମ୍ପରେ ପହଞ୍ଚିଥିଲେ । ସେଠାରେ ମାଓ ଗତିବିଧି ସମ୍ପର୍କରେ ସମୀକ୍ଷା କରିଥିଲେ ଡିଜିପି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia