ହଜାରେ ପାର୍ ଦୈନିକ ସଂକ୍ରମଣ, ଆଜି ୧୧୨୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଉପରମୁହାଁ ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ଦୁଇ ରୁ ତିନି ଦିନ ସଂକ୍ରମଣ ସମାନ୍ୟ ହ୍ରାସ ପାଇଥିବା ବେଳେ ଆଜି ପୁଣି ବୃଦ୍ଧି ହୋଇଛି। ୨୪ଘଣ୍ଟାରେ ୧୧୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୫୮ ଓ ସ୍ଥାନୀୟ ଅଞ୍ଚଳରୁ ୪୬୪ ଜଣ ଚିହ୍ନଟ ହୋଇଛନ୍ତି । ୧୮ରୁ କମ୍

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia