April 30, 2025

‘ହର ଘର ତ୍ରିରଙ୍ଗା’ ଅଭିଯାନ, ୩୦ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କଲା ମିଶନ ଶକ୍ତି

ଭୁବନେଶ୍ୱର: ସ୍ୱାଧୀନତାର ୭୫ ବର୍ଷ ଅବସରରେ ସାରା ଦେଶରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ ଚାଲିଛି । ୧୩ ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ  ସମସ୍ତ ଘର ଓ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି  ।  ଖାସ ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନ ଶକ୍ତିର ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୩୦ ଲକ୍ଷ ଜାତୀୟ ପତାକା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia