April 21, 2025

ହାତ ସହ 50 ବର୍ଷର ସମ୍ପର୍କ ତୁଟାଇ ବିଜେପିରେ ସାମିଲ ହେଲେ ସୁନୀଲ ଜାଖଡ଼

ନୂଆଦିଲ୍ଲୀ : ବିଜେପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ବଡ଼ ଚେହେରା ସୁନୀଲ ଜାଖଡ଼ । କଂଗ୍ରେସ ଛାଡ଼ିବାର ଗୋଟିଏ ଦିନ ପରେ ସୁନୀଲ ବିଜେପିରେ ଯୋଗ ଦେଇଛନ୍ତି । ଦିଲ୍ଲୀର ବିଜେପି ମୁଖ୍ୟାଳୟରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି । ବିଜେପିରେ ସାମିଲ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia