ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ପୂର୍ବ ଓ ପାଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank