April 24, 2025

୧୮ରେ ପୁଣି ଏକ ଘୂର୍ଣ୍ଣିବଳୟ, ୨୨ରୁ ୨୪ ଯାଏଁ ପ୍ରବଳ ବର୍ଷା !

ଭୁବନେଶ୍ୱର: ଆସନ୍ତା ୧୮ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ପଶ୍ଚିମ ଓ ଉତ୍ତର-ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଫଳରେ ଏହା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia