ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେସନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଚଳିତ ବଜେଟରେ ମୋଟ୍ ୨ ଲକ୍ଷ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ବିଭାଗକୁ ମିଳିଛି କେତେ ? ଆଉ କେଉଁ ବିଭାଗକୁ କେତେ ଗୁରୁତ୍ୱ ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Govt nod to higher allowances, incentives for cops
Rlys to start station work in KBK
Two drown in Mahanadi at Jobra