୨୦୨୧ର ଶ୍ବେତପତ୍ର ଜାରିକଲା ଗୃହ ବିଭାଗ: ରାଜ୍ୟରେ ଶାନ୍ତିପୂର୍ଣ୍ଣ ଆଇନଶୃଙ୍ଖଳା ପରିସ୍ଥିତି

ଭୁବନେଶ୍ୱର: ବର୍ଷ ୨୦୨୧ର ଶ୍ବେତପତ୍ର ଜାରିକଲା ଗୃହ ବିଭାଗ । ବିଧାନସଭାରେ ଗୃହ ବିଭାଗର ଖର୍ଚ୍ଚ ଦାବି ପୂର୍ବରୁ ଶ୍ବେତପତ୍ର ଜାରି କରାଯାଇଛି । ରାଜ୍ୟରେ ଆଇନଶୃଙ୍ଖଳା ଶାନ୍ତିପୂର୍ଣ୍ଣ ରହିଛି ବୋଲି ଶ୍ୱେତପତ୍ରରେ ଏହା ଉଲ୍ଲେଖ ରହିଛି । ରାଜ୍ୟରେ ସାମ୍ପ୍ରଦାୟିକ ପରିସ୍ଥିତି ସୌହାର୍ଦ୍ଦ୍ୟପୂର୍ଣ୍ଣ ଓ ଉପନିର୍ବାଚନଗୁଡ଼ିକ ଶୃଙ୍ଖଳିତ ଭାବରେ ଶେଷ ହୋଇଛି ଶ୍ୱେତପତ୍ରରେ କୁହାଯାଇଛି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia