ସାନ୍ତାଳି ଭାଷାର ପ୍ରଚାର ପ୍ରସାର ତଥା ଅଲ୍ଚିକି ଲିପିର ସର୍ଜନା କରିଥିବା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନକୁ ଚିର ସ୍ମରଣୀୟ କରିବା ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମଦିବସକୁ ରାଜ୍ୟରେ ‘ଛୁଟିଦିନ’ ଭାବରେ ଘୋଷଣା କରିଛନ୍ତି। ପଣ୍ଡିତ ମୁର୍ମୁଙ୍କ ଜନ୍ମ ଦିନ ବୈଶାଖ ପୂର୍ଣିମା ଦିନ ପଡିଥାଏ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ