ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪ ଜଣ ରହିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Santhal community in K’jhar celebrates festival
Youth held from C’garh for woman’s murder in Malkangiri
2 Odisha teens thrashed, burnt with cigarettes, forced to drink urine